Psalms 55:18 — Compare Translations
5 translations compared side by side
Odia - 1840
"ସେ ୟୁଦ୍ଧରେ ମାରେ ଜୀବନ ରକ୍ଷା କରିଛନ୍ତି। ଯେତବେେଳେ ବହୁତ ଲୋକ ମାେ ବିରୁଦ୍ଧରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋʼ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋʼ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋʼ ସଙ୍ଗେ ବିରୋଧକାରୀ ଅନେକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯୁଦ୍ଧରେ ମୋର ଜୀବନ ରକ୍ଷା କରିଛନ୍ତି, ଯେତେବେଳେ ବହୁତ ଲୋକ ମୋ’ ବିରୁଦ୍ଧରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋʼ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋʼ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋʼ ସଙ୍ଗେ ବିରୋଧକାରୀ ଅନେକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ମୋ’ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋ’ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋ’ ସଙ୍ଗେ ବିରୋଧକାରୀ ଅନେକ ଥିଲେ।