Psalms 55:19 — Compare Translations

5 translations compared side by side

Odia - 1840
"ପରମେଶ୍ବର, ୟିଏ ଦୀର୍ଘଦିନ ଧରି ରାଜତ୍ବ କରିଛନ୍ତି, ମାେ କଥା ଶୁଣିବେ ଓ ସମାନଙ୍କେୁ ଦଣ୍ଡିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, [ସେଲା ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି ସେମାନେ ପରମେଶ୍ଵରଙ୍କୁ ଭୟ କରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ଯିଏ ଦୀର୍ଘଦିନ ଧରି ରାଜତ୍ୱ କରିଛନ୍ତି, ମୋ’ କଥା ଶୁଣିବେ ଓ ସେମାନଙ୍କୁ ଦଣ୍ଡିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି, ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ, ସେ ଚିରକାଳ ବିଦ୍ୟମାନ, [ସେଲା] ସେହି ଲୋକମାନଙ୍କ କୌଣସି ପରିବର୍ତ୍ତନ ଘଟି ନାହିଁ, ପୁଣି, ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ।