Psalms 55:2 — Compare Translations

5 translations compared side by side

Odia - 1840
"ଦୟାକରି ମାରେ କଥା ଶୁଣ ଓ ମାେତେ ଉତ୍ତର ଦିଅ। ମାେତେ ତୁମ୍ଭକୁ କହିବାକୁ ଦିଅ ଏବଂ ତୁମ୍ଭଙ୍କୁ କହିବି, ୟାହା ମାେତେ ବ୍ଯତିବ୍ଯସ୍ତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ଦୟାକରି ମୋର କଥା ଶୁଣ ଓ ମୋତେ ଉତ୍ତର ଦିଅ। ମୋତେ ତୁମ୍ଭକୁ କହିବାକୁ ଦିଅ ଏବଂ ମୁଁ ତୁମ୍ଭଙ୍କୁ କହିବି, ଯାହା ମୋତେ ବ୍ୟତିବ୍ୟସ୍ତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ;
Odia IRV 2017 (ଓଡିଆ ବାଇବେଲ)
ମୋ’ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ; ଶତ୍ରୁମାନଙ୍କ ରବ ସକାଶୁ, ଦୁଷ୍ଟମାନଙ୍କ ଦୌରାତ୍ମ୍ୟ ସକାଶୁ ମୁଁ ଭାବନାରେ ଅସ୍ଥିର ହୋଇ ରୋଦନ କରୁଥାଏ;