Psalms 55:20 — Compare Translations
5 translations compared side by side
Odia - 1840
"ମାରେ ଶତ୍ରୁମାନେ ସମାନଙ୍କେର ଜୀବନ ଧାରଣର ପଥ ବଦଳାଇବେ ନାହିଁ। ସମାନେେ ପରମେଶ୍ବରଙ୍କୁ ଭୟ କରନ୍ତି ନାହିଁ କି ସମ୍ମାନ ଦିଅନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ସେମାନଙ୍କର ଜୀବନ ଧାରଣର ପଥ ବଦଳାଇବେ ନାହିଁ। ସେମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନାହିଁ କି ସମ୍ମାନ ଦିଅନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି।