Psalms 55:21 — Compare Translations
5 translations compared side by side
Odia - 1840
"ମାରେ ଶତ୍ରୁ ତା'ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା'ର ପ୍ରତିଜ୍ଞା ଭଂଗ କରେ। ତା'ର କଥାଗୁଡ଼ିକ ଲବଣୀ ତୁଲ୍ଯ ଚିକ୍କଣ। କିନ୍ତୁ ତା ହୃଦଯରେ ଘୃଣା ଅଛି। ତା'ର କଥାଗୁଡ଼ିକ ତଲେ ସଦୃଶ ଦିଛିଳ, କିନ୍ତୁ ସଗେୁଡ଼ିକ ଧାରୁଆ ଖଡ୍ଗ ତୁଲ୍ଯ କାଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ଼୍ଗ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁ ତା’ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା’ର ପ୍ରତିଜ୍ଞା ଭଙ୍ଗ କରେ। ତା’ର କଥାଗୁଡ଼ିକ ଲବଣୀ ତୁଲ୍ୟ ଚିକ୍କଣ। କିନ୍ତୁ ତା ହୃଦୟରେ ଘୃଣା ଅଛି। ତା’ର କଥାଗୁଡ଼ିକ ତେଲ ସଦୃଶ ପିଛିଳ, କିନ୍ତୁ ସେଗୁଡ଼ିକ ଧାରୁଆ ଖଡ଼୍ଗ ତୁଲ୍ୟ କାଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।