Psalms 55:22 — Compare Translations

5 translations compared side by side

Odia - 1840
"ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦଇଦେିଅ, ତହିଁରେ ସେ ତୁମ୍ଭର ଯତ୍ନ ନବେେ। ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହବୋକୁ ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦେଇଦିଅ, ତହିଁରେ ସେ ତୁମ୍ଭର ଯତ୍ନ ନେବେ। ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହେବାକୁ ଦେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।