Psalms 55:23 — Compare Translations
5 translations compared side by side
Odia - 1840
"ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ବର ସହେି ମିଥ୍ଯାବାଦୀମାନଙ୍କୁ ଓ ହତ୍ଯାକାରୀମାନଙ୍କୁ ସମାନଙ୍କେର ଜୀବନ ଅଧା ମଧ୍ଯ ଶଷେ ନ ହାଇେଥିବା ପୂର୍ବରୁ କବରକୁ ପଠଇେ ଦିଅନ୍ତି! ମାରେ ଚୁକ୍ତିର ଅଂଶ ରୂପେ ମୁଁ ମାରେ ବିଶ୍ବାସ ତୁମ୍ଭଠାରେ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଚୁକ୍ତିର ଅଂଶ ରୂପେ ପରମେଶ୍ୱର ସେହି ମିଥ୍ୟାବାଦୀମାନଙ୍କୁ ଓ ହତ୍ୟାକାରୀମାନଙ୍କୁ ସେମାନଙ୍କର ଜୀବନର ଅଧା ମଧ୍ୟ ଶେଷ ନ ହୋଇଥିବା ପୂର୍ବରୁ କବରକୁ ପଠେଇ ଦିଅନ୍ତି! ମୋର ଚୁକ୍ତିର ଅଂଶ ରୂପେ ମୁଁ ମୋର ବିଶ୍ୱାସ ତୁମ୍ଭଠାରେ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି।