Psalms 55:3 — Compare Translations
5 translations compared side by side
Odia - 1840
"ମାରେ ଶତ୍ରୁ ମାେତେ ଭୟଭୀତ କଲେ। ସହେି ଦୁଷ୍ଟ ଲୋକଟି ମାେ ଉପରେ ପାଟି କଲା। ମାରେ ଶତ୍ରୁମାନେ ମାେ ଉପରେ ବିରକ୍ତି ହାଇେ ଆକ୍ରମଣ କଲେ। ସମାନେେ ମାେ ଉପରେ ବିଭିନ୍ନ ବିପଦ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ନିଗ୍ରହ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋତେ ଭୟଭୀତ କଲେ। ସେହି ଦୁଷ୍ଟ ଲୋକମାନେ ମୋ’ ଉପରେ ପାଟି କଲେ। ମୋର ଶତ୍ରୁମାନେ ମୋ’ ଉପରେ ବିରକ୍ତି ହୋଇ ଆକ୍ରମଣ କଲେ। ସେମାନେ ମୋ’ ଉପରେ ବିଭିନ୍ନ ବିପଦ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ମୋ’ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି।