Psalms 55:4 — Compare Translations

5 translations compared side by side

Odia - 1840
"ମାେ ଅନ୍ତରରେ ମାରେ ହୃଦଯ ଅତ୍ଯନ୍ତ ବିଦୀର୍ଣ୍ଣ ହେଉଅଛି। ମୁଁ ମୃତ୍ଯୁକୁ ବହୁତ ଭୟ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟ; ବ୍ୟଥିତ ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଅନ୍ତରରେ ମୋର ହୃଦୟ ଅତ୍ୟନ୍ତ ବିଦୀର୍ଣ୍ଣ ହେଉଅଛି। ମୁଁ ମୃତ୍ୟୁକୁ ବହୁତ ଭୟ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟନ୍ତ ବ୍ୟଥିତ ହେଉଅଛି ଓ ମୋʼ ଉପରେ ମୃତ୍ୟୁର ତ୍ରାସ ପଡ଼ିଅଛି।
Odia IRV 2017 (ଓଡିଆ ବାଇବେଲ)
ମୋ’ ଅନ୍ତରରେ ମୋ’ ହୃଦୟ ଅତ୍ୟନ୍ତ ବ୍ୟଥିତ ହେଉଅଛି ଓ ମୋ’ ଉପରେ ମୃତ୍ୟୁୁର ତ୍ରାସ ପଡ଼ିଅଛି।