Psalms 55:7 — Compare Translations

5 translations compared side by side

Odia - 1840
"ଦେଖ! ତବେେ ମୁଁ ଦୂରରୁ ଭ୍ରମଣ କରି ମୁଁ ମରୁଭୂମି ମଧ୍ଯକୁ ପଳାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ଦେଖ! ତେବେ ମୁଁ ଦୂରରୁ ଭ୍ରମଣ କରି ମରୁଭୂମି ମଧ୍ୟକୁ ପଳାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି, ମୁଁ ପ୍ରାନ୍ତରରେ ବାସ କରନ୍ତି। [ସେଲା]