Psalms 55:8 — Compare Translations
5 translations compared side by side
Odia - 1840
"ମୁଁ ପ୍ରବଳ ବାଯୁ ଓ ତାଫୋନ ମଧ୍ଯରୁ ତରବର ହାଇେ ଏକ ନିରାପଦ ସ୍ଥାନ ଖାଜୋଣ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରବଳ ବାୟୁ ଓ ତୋଫାନ ମଧ୍ୟରୁ ତରବର ହୋଇ ଏକ ନିରାପଦ ସ୍ଥାନକୁ ପଲାୟନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି।”
Odia IRV 2017 (ଓଡିଆ ବାଇବେଲ)
ମୁଁ ପ୍ରବଳ ବାୟୁ ଓ ତୋଫାନରୁ ଆଶ୍ରୟ ନେବା ପାଇଁ ପଳାୟନ କରନ୍ତି।