Psalms 55:9 — Compare Translations
5 translations compared side by side
Odia - 1840
"ହେ ମାରେ ପ୍ରଭୁ, ସମାନଙ୍କେୁ ବିନାଶ କର। ସମାନଙ୍କେର ବକ୍ତୃତାକୁ ପଣ୍ଡ କର। ମୁଁ ନଗର ମଧ୍ୟରେ ଦୌରାତ୍ମ୍ଯ ଓ କଳହ ଦେଖିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ବିନାଶ କର ଓ ସେମାନଙ୍କ ଜିହ୍ଵାର ଅନୈକ୍ୟ ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପ୍ରଭୁ, ସେମାନଙ୍କୁ ବିନାଶ କର। ସେମାନଙ୍କର ବକ୍ତୃତାକୁ ପଣ୍ଡ କର। ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ବିନାଶ କର ଓ ସେମାନଙ୍କର ଅନେକ ଜିହ୍ୱା ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ବିନାଶ କର ଓ ସେମାନଙ୍କର ଅନେକ ଜିହ୍ୱା ଜନ୍ମାଅ; କାରଣ ମୁଁ ନଗର ମଧ୍ୟରେ ଦୌରାତ୍ମ୍ୟ ଓ କଳହ ଦେଖିଅଛି।