Psalms 56:1 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ମାେତେ ଦୟା କର। ଲୋକମାନେ ମାେତେ ଆକ୍ରମଣ କରିବାକୁ ଉଦ୍ଯମ କଲେ। ସମାନେେ ନିରନ୍ତର ଭାବରେ ମାେତେ ଅନୁଧାବନ କରୁଛନ୍ତି ଓ ୟୁଦ୍ଧ କରି ଆସୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍-ଏଲମ୍ ରହୋକୀମ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ । ପଲେଷ୍ଟୀୟମାନେ ତାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ । ହେ ପରମେଶ୍ଵର, ମୋତେ ଦୟା କର; କାରଣ ମନୁଷ୍ୟ ମୋତେ ଗ୍ରାସ କରିବାକୁ ଉଦ୍ୟତ;
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ପାଇଁ ଯୋନତ୍-ଏଲମ୍ ରହୋକୀମ୍ ସ୍ୱରରେ ଦାଉଦଙ୍କ ଗୀତ। ପଲେଷ୍ଟୀୟମାନେ ତାହାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ ଦାଉଦଙ୍କର ଏକ ମିକ୍ତାମ୍। ହେ ପରମେଶ୍ୱର, ମୋତେ ଦୟା କର। ଲୋକମାନେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ କଲେ। ସେମାନେ ନିରନ୍ତର ଭାବରେ ମୋତେ ଅନୁଧାବନ କରୁଛନ୍ତି ଓ ଯୁଦ୍ଧ କରି ଆସୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋʼ ପ୍ରତି ଉପଦ୍ରବ କରଇ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋ’ ପ୍ରତି ଉପଦ୍ରବ କରଇ।