Psalms 56:11 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ଉପରେ ମୁଁ ନିର୍ଭର କରେ। ତଣେୁ ମୁଁ ଭୟ କରିବି ନାହିଁ। ଲୋକମାନେ ମାରେ କ'ଣ କରିବେ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କʼଣ କରିପାରେ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର କରେ। ତେଣୁ ମୁଁ ଭୟ କରିବି ନାହିଁ। ଲୋକମାନେ ମୋର କ’ଣ କରିବେ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କʼଣ କରି ପାରିବ?
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କ’ଣ କରି ପାରିବ?