Psalms 56:12 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭ ନିକଟରେ କରିଥିବା ପ୍ରତିଜ୍ଞା, ମୁଁ ପୂରଣ କରିବି। ମୁଁ ତୁମ୍ଭକୁ ଧନ୍ଯବାଦ ରୂପକ ନବୈେଦ୍ଯ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭ ନିକଟରେ କରିଥିବା ପ୍ରତିଜ୍ଞା, ମୁଁ ପୂରଣ କରିବି। ମୁଁ ତୁମ୍ଭକୁ ଧନ୍ୟବାଦ ରୂପକ ନୈବେଦ୍ୟ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି।