Psalms 56:2 — Compare Translations
5 translations compared side by side
Odia - 1840
"ମାରେ ଶତ୍ରୁମାନେ ନିରନ୍ତର ଭାବରେ ମାେତେ ଆକ୍ରମଣ କରିବାକୁ ଉଦ୍ଯମ ସହେି ୟୋଦ୍ଧାମାନଙ୍କର ସଂଖ୍ଯା ବହୁତ। ହେ ସର୍ବୋପରିସ୍ଥ ପରମେଶ୍ବର"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଶତ୍ରୁଗଣ ଦିନଯାକ ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ନିରନ୍ତର ଭାବରେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ, ସେହି ଯୋଦ୍ଧାମାନଙ୍କର ସଂଖ୍ୟା ବହୁତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଶତ୍ରୁଗଣ ଦିନସାରା ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ।
Odia IRV 2017 (ଓଡିଆ ବାଇବେଲ)
ମୋହର ଶତ୍ରୁଗଣ ଦିନସାରା ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋ’ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ।