Psalms 56:3 — Compare Translations
5 translations compared side by side
Odia - 1840
"ମୁଁ ଭୀତ ହବୋ ସମଯରେ ତୁମ୍ଭ ଉପରେ ନିର୍ଭର କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସର୍ବୋପରିସ୍ଥ ପରମେଶ୍ୱର, ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।