Psalms 56:4 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ଉପରେ ମୁଁ ନିର୍ଭର କରେ। ତାଙ୍କର ପ୍ରତିଜ୍ଞା ପାଇଁ ମୁଁ ତାଙ୍କୁ ପ୍ରଶଂସା କରେ। ମୁଁ ପରମେଶ୍ବରଙ୍କ ଉପରେ ନିର୍ଭର କରେ, ତଣେୁ ମୁଁ ଭୟ କରିବି ନାହିଁ। ଲୋକମାନେ ମାେତେ କ'ଣ କରିପାରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ଦ୍ଵାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ଵରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମାଂସପିଣ୍ତ ମୋର କଅଣ କରିପାରେ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର କରେ। ତାଙ୍କର ପ୍ରତିଜ୍ଞା ପାଇଁ ମୁଁ ତାଙ୍କୁ ପ୍ରଶଂସା କରେ। ମୁଁ ପରମେଶ୍ୱରଙ୍କ ଉପରେ ନିର୍ଭର କରେ, ତେଣୁ ମୁଁ ଭୟ କରିବି ନାହିଁ। ଲୋକମାନେ ମୋତେ କ’ଣ କରି ପାରିବେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ?
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ?