Psalms 56:5 — Compare Translations
5 translations compared side by side
Odia - 1840
"ମାରେ ଶତ୍ରୁମାନେ ମାରେ କଥାକୁ ରୂପ ବଦଳାଇ ବିପରୀତ ଅର୍ଥ କରୁଛନ୍ତି। ସମାନେେ ମାେତେ ସର୍ବଦା କୁମନ୍ତ୍ରଣାରେ ଅନିଷ୍ଟ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଦିନଯାକ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋର କଥାକୁ ରୂପ ବଦଳାଇ ବିପରୀତ ଅର୍ଥ କରୁଛନ୍ତି। ସେମାନେ ମୋତେ ସର୍ବଦା କୁମନ୍ତ୍ରଣାରେ ଅନିଷ୍ଟ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋ’ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ।