Psalms 56:6 — Compare Translations
5 translations compared side by side
Odia - 1840
"ସମାନେେ ମାେତେ ହତ୍ଯା କରିବାର ଆଶା ନଇେ ଲୁଚି ରହନ୍ତି ଓ ମାରେ ପ୍ରେତ୍ୟକକ ଗତିବିଧି ଲକ୍ଷ୍ଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋତେ ହତ୍ୟା କରିବାର ଆଶା ନେଇ ଲୁଚି ରହନ୍ତି ଓ ମୋର ପ୍ରତ୍ୟେକ ଗତିବିଧି ଲକ୍ଷ୍ୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋ’ ପ୍ରାଣର ଅପେକ୍ଷା କରିଅଛନ୍ତି।