Psalms 56:8 — Compare Translations
5 translations compared side by side
Odia - 1840
"ତୁମ୍ଭେ ନିଶ୍ଚଯ ମାରେ ଦୁଃଖର ହିସାବ ରଖିଥିବି। ତୁମ୍ଭେ ନିଶ୍ଚିତଭାବରେ ଜାଣିଥିବ ୟେ, ମୁଁ କେତେ କ୍ରନ୍ଦନ କଲି। ନିଶ୍ଚିତରେ ତୁମ୍ଭେ ମାରେ ସମସ୍ତ ଅଶ୍ରୁଜଳରେ ହିସାବ ରଖିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ । ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ନେତ୍ରଜଳ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିଶ୍ଚୟ ମୋର ଦୁଃଖର ହିସାବ ରଖିଥିବି। ତୁମ୍ଭେ ନିଶ୍ଚିତଭାବରେ ଜାଣିଥିବ ଯେ, ମୁଁ କେତେ କ୍ରନ୍ଦନ କଲି। ନିଶ୍ଚିତରେ ତୁମ୍ଭେ ମୋର ସମସ୍ତ ଅଶ୍ରୁଜଳରେ ହିସାବ ରଖିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କ’ଣ ତୁମ୍ଭ ପୁସ୍ତକରେ ନାହିଁ?