Psalms 56:9 — Compare Translations
5 translations compared side by side
Odia - 1840
"ମୁଁ ଜାଣେ କେତବେେଳେ ମୁଁ ସାହାୟ୍ଯ ପାଇଁ ଡ଼ାକିବି, ମାରେ ଶତ୍ରୁଗଣ ବୁଲିପଡ଼ିବେ ଏବଂ ଦୌଡ଼ିବେ। ମୁଁ ତାହା ଜାଣେ କାରଣ ତୁମ୍ଭେ ମାରେ ପରମେଶ୍ବର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ଵର ମୋହର ସପକ୍ଷ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ କେତେବେଳେ ମୁଁ ସାହାଯ୍ୟ ପାଇଁ ଡାକିବି, ମୋର ଶତ୍ରୁଗଣ ବୁଲିପଡ଼ିବେ ଏବଂ ଦୌଡ଼ିବେ। ମୁଁ ତାହା ଜାଣେ କାରଣ ତୁମ୍ଭେ ମୋର ପରମେଶ୍ୱର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ।
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋ’ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ।