Psalms 57:1 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ମାେ ଉପରେ ଦୟାକର। ମାେ ଉପରେ ଦୟାକର, କାରଣ ମୁଁ ସୁରକ୍ଷା ପାଇଁ ତୁମ୍ଭ ନିକଟକୁ ଆସେ। ବିପଦ ବହିୟିବା ପର୍ୟ୍ଯନ୍ତ ମୁଁ ତୁମ୍ଭ ପକ୍ଷର ଛାଯାରେ ଶରଣ ନବୋକୁ ଆସିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍; ଗୁମ୍ପାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ । ହେ ପରମେଶ୍ଵର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତ‌ଶ୍‌ହେତ୍ ଗୁମ୍ଫାରେ ଶାଉଲ ସମ୍ମୁଖରୁ ପଳାଇବା ବେଳେ ରଚିତ। ହେ ପରମେଶ୍ୱର, ମୋ’ ଉପରେ ଦୟାକର। ମୋ’ ଉପରେ ଦୟାକର, କାରଣ ମୁଁ ସୁରକ୍ଷା ପାଇଁ ତୁମ୍ଭ ନିକଟକୁ ଆସେ। ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବାକୁ ଆସିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋ’ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।