Psalms 57:10 — Compare Translations

5 translations compared side by side

Odia - 1840
"ତୁମ୍ଭର ପ୍ରମେ ଆକାଶ ପରି ଉଚ୍ଚ। ତୁମ୍ଭର ବିଶ୍ବସନୀଯତା ମେଘମାଳାକୁ ସ୍ପର୍ଶ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭର ଦୟା ସ୍ଵର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପ୍ରେମ ଆକାଶ ପରି ଉଚ୍ଚ। ତୁମ୍ଭର ବିଶ୍ୱସନୀୟତା ମେଘମାଳାକୁ ସ୍ପର୍ଶ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ।