Psalms 57:2 — Compare Translations

5 translations compared side by side

Odia - 1840
"ମୁଁ ସର୍ବୋପରିସ୍ଥ ପରମେଶ୍ବରଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କରିବି। ଏବଂ ପରମେଶ୍ବର ମାରେ ସମ୍ପୂର୍ଣ୍ଣ ଭାବରେ ରକ୍ଷା କରିବେ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସର୍ବୋପରିସ୍ଥ ପରମେଶ୍ଵରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ଵରଙ୍କ ନିକଟରେ ଡାକ ପକାଇବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି। ଏବଂ ପରମେଶ୍ୱର ମୋର ସମ୍ପୂର୍ଣ୍ଣ ଭାବରେ ରକ୍ଷା କରିବେ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋ’ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି।