Psalms 57:3 — Compare Translations

5 translations compared side by side

Odia - 1840
"ସେ ସ୍ବର୍ଗରୁ ମାେତେ ସାହାୟ୍ଯ କରନ୍ତି ଓ ରକ୍ଷା କରନ୍ତି। ଯେଉଁମାନେ ମାେତେ ଆକ୍ରମଣ କରନ୍ତି, ସେ ସମାନଙ୍କେୁ ଲଜ୍ଜିତ କରନ୍ତି। ପରମେଶ୍ବର ତାଙ୍କର ସ୍ବର୍ଗୀଯ ପ୍ରମେ ଓ ବିଶ୍ବସ୍ତ ମଙ୍ଗଳ ପ୍ରଦାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ଵର୍ଗରୁ ପଠାଇ ମୋତେ ତ୍ରାଣ କରିବେନ୍ତଣ [ସେଲା ପରମେଶ୍ଵର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସ୍ୱର୍ଗରୁ ମୋତେ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି। ଯେଉଁମାନେ ମୋତେ ଆକ୍ରମଣ କରନ୍ତି, ସେ ସେମାନଙ୍କୁ ଲଜ୍ଜିତ କରନ୍ତି। ପରମେଶ୍ୱର ତାଙ୍କର ସ୍ୱର୍ଗୀୟ ପ୍ରେମ ଓ ବିଶ୍ୱସ୍ତ ମଙ୍ଗଳ ପ୍ରଦାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; [ସେଲା] ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।