Psalms 57:4 — Compare Translations

5 translations compared side by side

Odia - 1840
"ମାରେ ଜୀବନ ସଙ୍କଟପୂର୍ଣ୍ଣ। ମାରେ ଶତ୍ରୁମାନେ ମାରେ ଚତୁଃପାଶର୍‌ବରେ ଘରେି ରହିଛନ୍ତି। ସମାନେେ ମଣିଷ ଖିଆ ସିଂହ ପରି। ସମାନଙ୍କେର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ଯ। ସମାନଙ୍କେର ଜିହ୍ବା ତୀକ୍ଷ୍ମ ଖଡ୍ଗ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପ୍ରାଣ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ଵଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦ; ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି ଜିହ୍ଵା ତୀକ୍ଷ୍ଣ ଖଡ଼୍‍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଜୀବନ ସଙ୍କଟପୂର୍ଣ୍ଣ। ମୋର ଶତ୍ରୁମାନେ ମୋର ଚତୁର୍ପାର୍ଶ୍ୱରେ ଘେରି ରହିଛନ୍ତି। ସେମାନେ ମଣିଷ ଖିଆ ସିଂହ ପରି। ସେମାନଙ୍କର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ୟ। ସେମାନଙ୍କର ଜିହ୍ୱା ତୀ‌କ୍ଷ୍‌ଣ ଖ‌ଡ଼୍‌ଗ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।