Psalms 57:5 — Compare Translations

5 translations compared side by side

Odia - 1840
"ପରମେଶ୍ବର, ସ୍ବର୍ଗ ଉପରେ ଜାଗି ଉଠ। ସମୁଦାଯ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ଆଚ୍ଛାଦିତ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ସ୍ୱର୍ଗ ଉପରେ ଜାଗି ଉଠ। ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ଆଚ୍ଛାଦିତ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।