Psalms 57:6 — Compare Translations
5 translations compared side by side
Odia - 1840
"ମାରେ ଶତ୍ରୁମାନେ ମାେତେ ଫାନ୍ଦରେ ପକାଇବାକୁ ମାେ ପାଇଁ ଜାଲ ବିସ୍ତାର କରିଛନ୍ତି। ସମାନେେ ମାେ ପାଇଁ ଏକ ବଡ଼ ଗାତ ଖାେଳିଛନ୍ତି। କିନ୍ତୁ ସମାନେେ ନିଜେ ସେଥିରେ ପଡ଼ିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ସେମାନେ ଆପେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋତେ ଫାନ୍ଦରେ ପକାଇବାକୁ ମୋ’ ପାଇଁ ଜାଲ ବିସ୍ତାର କରିଛନ୍ତି। ସେମାନେ ମୋ’ ପାଇଁ ଏକ ବଡ଼ ଗାତ ଖୋଳିଛନ୍ତି। କିନ୍ତୁ ସେମାନେ ନିଜେ ସେଥିରେ ପଡ଼ିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୋ’ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋ’ ପ୍ରାଣ ଅବନତ ହୋଇଅଛି; ସେମାନେ ମୋ’ ସମ୍ମୁଖରେ ଗର୍ତ୍ତ ଖୋଳି ଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। [ସେଲା]