Psalms 57:7 — Compare Translations
5 translations compared side by side
Odia - 1840
"ମାରେ ହୃଦଯ ସ୍ଥିର ଅଟେ। ପରମେଶ୍ବର ମାରେ ହୃଦଯ ସ୍ଥିର ଅଟେ। ମୁଁ ତାଙ୍କର ପ୍ରଶଂସା ଓ ଗାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ହୃଦୟ ସ୍ଥିର ଅଟେ। ପରମେଶ୍ୱର, ମୋର ହୃଦୟ ସ୍ଥିର ଅଟେ। ମୁଁ ତାଙ୍କର ପ୍ରଶଂସା ଓ ଗାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୋ’ ଚିତ୍ତ ସୁସ୍ଥିର ଅଛି, ମୋ’ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି।