Psalms 57:8 — Compare Translations
5 translations compared side by side
Odia - 1840
"ଜାଗ୍ରତ ହୁଅ, ହେ ମାରେ ପ୍ରାଣ!ଜାଗ୍ରତ ହୁଅ! ନବେଲ ଓ ବୀଣା, ଜାଗ୍ରତ ହୁଅ ଓ ମୁଁ ଅତି ପ୍ରଭାତରେ ଜାଗ୍ରତ ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି ।
Odia Bible ERV 2004 (ପବିତ୍ର ବାଇବଲ)
ଜାଗ୍ରତ ହୁଅ, ହେ ମୋର ପ୍ରାଣ ଜାଗ୍ରତ ହୁଅ! ନେବଲ ଓ ବୀଣା, ଜାଗ୍ରତ ହୁଅ! ଓ ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି।