Psalms 57:9 — Compare Translations

5 translations compared side by side

Odia - 1840
"ହେ ପ୍ରଭୁ, ପ୍ରେତ୍ୟକକ ବ୍ଯକ୍ତି ସମ୍ମୁଖରେ ମୁଁ ତୁମ୍ଭର ଗୁଣଗାନ କରିବି। ମୁଁ ପ୍ରେତ୍ୟକକ ଜାତିଗଣ ମଧ୍ୟରେ ତୁମ୍ଭ ପ୍ରଶଂସାର ଗୀତ ଗାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପ୍ରଭୁ, ପ୍ରତ୍ୟେକ ବ୍ୟକ୍ତି ସମ୍ମୁଖରେ ମୁଁ ତୁମ୍ଭର ଗୁଣଗାନ କରିବି। ମୁଁ ପ୍ରତ୍ୟେକ ଜାତିଗଣ ମଧ୍ୟରେ ତୁମ୍ଭ ପ୍ରଶଂସାର ଗୀତ ଗାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।