Psalms 58:1 — Compare Translations

5 translations compared side by side

Odia - 1840
"ବିଚାରକଗଣ!ତୁମ୍ଭେ ନ୍ଯାଯ ଭାବରେ କୁହ କି? ତୁମ୍ଭେ ଲୋକମାନଙ୍କର ଧର୍ମ ବିଚାର କର କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ । ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତ‌ଶ୍‌ହେତ୍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍। ବିଗ୍ଭରକଗଣ! ତୁମ୍ଭେ ନ୍ୟାୟ ଭାବରେ କୁହ କି? ତୁମ୍ଭେ ଲୋକମାନଙ୍କର ଧର୍ମ ବିଗ୍ଭର କର କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ?