Psalms 58:10 — Compare Translations
5 translations compared side by side
Odia - 1840
"ଜଣେ ଧାର୍ମିକ ଲୋକ ଯେତବେେଳେ ସହେି ଦୁଷ୍ଟ ଲୋକମାନଙ୍କୁ ଦଣ୍ଡିତ ହବୋର ଦେଖେ, ସେ ଆନନ୍ଦିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଧାର୍ମିକ ଲୋକ ଯେତେବେଳେ ସେହି ଦୁଷ୍ଟ ଲୋକମାନଙ୍କୁ ଦଣ୍ଡିତ ହେବାର ଦେଖେ, ସେ ଆନନ୍ଦିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ।