Psalms 58:11 — Compare Translations

5 translations compared side by side

Odia - 1840
"ଯେତବେେଳେ ଏପରି ଘଟେ, ଲୋକମାନେ କହିବେ, ଏଣୁ ଯେଉଁ ଲୋକମାନେ ୟାହା ଧାର୍ମିକ ତାହା କରନ୍ତି, ସତରେ ପୁରସ୍କୃତ ଅଟନ୍ତି। ସତରେ ପରମେଶ୍ବର ଅଛନ୍ତି, ୟିଏ ପୃଥିବୀ ଉପରେ ବିଚାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ଵର ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଏପରି ଘଟେ, ଲୋକମାନେ କହିବେ, “ଏଣୁ ଯେଉଁ ଲୋକମାନେ ଯାହା ଧାର୍ମିକ ତାହା କରନ୍ତି, ସତରେ ପୁରସ୍କୃତ ଅଟନ୍ତି। ସତରେ ପରମେଶ୍ୱର ଅଛନ୍ତି, ଯିଏ ପୃଥିବୀ ଉପରେ ବିଗ୍ଭର କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି।