Psalms 58:3 — Compare Translations
5 translations compared side by side
Odia - 1840
"ସହେି ଦୁଷ୍ଟ ଲୋକମାନେ ଜନ୍ମ ହବୋ ମାତ୍ରେ ବିପଥଗାମୀ। ସମାନେେ ଜନ୍ମଠାରୁ ମିଥ୍ଯାବାଦୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟ ଲୋକମାନେ ଜନ୍ମ ହେବା ମାତ୍ରେ ବିପଥଗାମୀ। ସେମାନେ ଜନ୍ମଠାରୁ ମିଥ୍ୟାବାଦୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି।