Psalms 58:4 — Compare Translations

5 translations compared side by side

Odia - 1840
"ସମାନଙ୍କେର କୋର୍ଧ ସର୍ପର ବିଷତୁଲ୍ଯ ବିପଦପୂର୍ଣ୍ଣ। ଆଉ ନାଗସାପ ପରି ୟିଏ ଶୁଣିପାରିବ ନାହିଁ, ସମାନେେ ସତ କଥା ଶୁଣିବାକୁ ବାରଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର କ୍ରୋଧ ସର୍ପର ବିଷତୁଲ୍ୟ ବିପଦପୂର୍ଣ୍ଣ। ଆଉ ନାଗସାପ ପରି ଯିଏ ଶୁଣିପାରିବ ନାହିଁ, ସେମାନେ ସତ କଥା ଶୁଣିବାକୁ ବାରଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;