Psalms 58:6 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ସହେି ଲୋକମାନେ ସିଂହ ପରି। ତଣେୁ ହେ ପରମେଶ୍ବର, ସମାନଙ୍କେର ଦାନ୍ତସବୁ ଭାଙ୍ଗି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ସେମାନଙ୍କ ମୁଖରେ ସେମାନଙ୍କ ଦ; ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା-ସିଂହମାନଙ୍କର କଳଦ; ଭାଙ୍ଗି ପକାଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ସେହି ଲୋକମାନେ ସିଂହ ପରି। ତେଣୁ ହେ ପରମେଶ୍ୱର, ସେମାନଙ୍କର ଦାନ୍ତସବୁ ଭାଙ୍ଗି ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୁ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।