Psalms 58:7 — Compare Translations

5 translations compared side by side

Odia - 1840
"ସମାନେେ ବହନ୍ତା ଜଳପରି ଅନ୍ତର୍ଦ୍ଧାନ ହାଇେ ୟାଆନ୍ତୁ। ରାସ୍ତାର ଘାସ ତୁଲ୍ଯ ସମାନେେ ପଦଦଳିତ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ବହନ୍ତା ଜଳପରି ଅନ୍ତର୍ଦ୍ଧାନ ହୋଇ ଯାଆନ୍ତୁ। ରାସ୍ତାର ଘାସ ତୁଲ୍ୟ ସେମାନେ ପଦଦଳିତ ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ।