Psalms 58:8 — Compare Translations

5 translations compared side by side

Odia - 1840
"ଶାମୁକା ଗତି କଲା ବେଳେ ତରଳି ୟିବା ପରି ସମାନେେ ତରଳି ୟାଆନ୍ତୁ। ସୂର୍ୟ୍ଯା ଲୋକ ଦେଖି ନ ଥିବା ମୃତବସ୍ଥାରେ ଜନ୍ମଲାଭ କରିଥିବା ସନ୍ତାନ ପରି ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁକା ଗତି କଲାବେଳେ ତରଳି ଯିବା ପରି ସେମାନେ ତରଳି ଯାଆନ୍ତୁ। ସୂର୍ଯ୍ୟାଲୋକ ଦେଖି ନ ଥିବା ମୃତବସ୍ଥାରେ ଜନ୍ମଲାଭ କରିଥିବା ସନ୍ତାନ ପରି ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଶାମୁକା ଯାଉ ଯାଉ ତରଳି ଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ।