Psalms 58:9 — Compare Translations
5 translations compared side by side
Odia - 1840
"ଜ୍ବଳନ୍ତା କଣ୍ଟା ହାଣ୍ଡିକୁ ଗଲାପରି ସମାନେେ ଶୀଘ୍ର ଧ୍ବଂସ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ହାଣ୍ତି କଣ୍ଟକ ସ୍ପର୍ଶ ନ କରୁଣୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ୱଳନ୍ତା କଣ୍ଟା ହାଣ୍ଡିକୁ ଗଲାପରି ସେମାନେ ଶୀଘ୍ର ଧ୍ୱଂସ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ।