Psalms 59:1 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ମାରେ ଶତ୍ରୁଗଣଠାରୁ ମାେତେ ଉଦ୍ଧାର କର। ଆକ୍ରମଣ କରିବାକୁ ଆସିଥିବା ଲୋକମାନଙ୍କଠାରୁ ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ । ହେ ମୋହର ପରମେଶ୍ଵର, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତ‌ଶ୍‌ହେତ୍ ସ୍ୱରରେ ଦାଉଦଙ୍କ ଗୀତ, ମିକ୍ତାମ୍ ଓ ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ। ହେ ପରମେଶ୍ୱର, ମୋର ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର। ଆକ୍ରମଣ କରିବାକୁ ଆସିଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପରମେଶ୍ୱର, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପରମେଶ୍ୱର, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।