Psalms 59:10 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାେତେ ଭଲପା'ନ୍ତି। ଏବଂ ସେ ଆସିବେ ଓ ମାେତେ ସହାୟ ହବେେ ଶତ୍ରୁମାନଙ୍କୁ ପରାସ୍ତ କରିବା ପାଇଁ ସେ ମାେତେ ସହାୟ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଦୟାବାନ ପରମେଶ୍ଵର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ଵର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ ଭଲପା’ନ୍ତି। ଏବଂ ସେ ଆସିବେ ଓ ମୋତେ ସହାୟ ହେବେ ଶତ୍ରୁମାନଙ୍କୁ ପରାସ୍ତ କରିବା ପାଇଁ ସେ ମୋତେ ସହାୟ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।
Odia IRV 2017 (ଓଡିଆ ବାଇବେଲ)
ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋ’ ଶତ୍ରୁମାନଙ୍କ ଉପରେ ମୋ’ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।