Psalms 59:11 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ସମାନଙ୍କେୁ କବଳେ ହତ୍ଯା କର ନାହିଁ। ହୁଏତ ମାରେ ଲୋକମାନେ ପାଶୋରି ୟାଇପାରନ୍ତି। ହେ ମାରେ ପ୍ରଭୁ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା, ତୁମ୍ଭ ମହାପରାକ୍ରମ ଶକ୍ତିରେ ସମାନଙ୍କେୁ ଛିନ୍ନଭିନ୍ନ କର ଓ ପରାସ୍ତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ଵରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ସେମାନଙ୍କୁ କେବଳ ହତ୍ୟା କର ନାହିଁ। ହୁଏତ ମୋର ଲୋକମାନେ ପାଶୋରି ଯାଇପାରନ୍ତି। ହେ ମୋର ପ୍ରଭୁ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା, ତୁମ୍ଭ ମହାପରାକ୍ରମ ଶକ୍ତିରେ ସେମାନଙ୍କୁ ଛିନ୍ନଭିନ୍ନ କର ଓ ପରାସ୍ତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କୁ ବଧ କର ନାହିଁ, କେଜାଣି ମୋ’ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୁ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।