Psalms 59:12 — Compare Translations

5 translations compared side by side

Odia - 1840
"ସହେି ଦୁଷ୍ଟ ଲୋକମାନେ ଅଭିଶାପ ଦିଅନ୍ତି ଓ ମିଥ୍ଯା କହନ୍ତି। ସମାନେେ କରିଥିବା କର୍ମ ପାଇଁ ଦଣ୍ଡ ବିଧାନ କର। ସମାନଙ୍କେର ଅହଙ୍କାର ସମାନଙ୍କେୁ କବଳିତ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟ ଲୋକମାନେ ଅଭିଶାପ ଦିଅନ୍ତି ଓ ମିଥ୍ୟା କହନ୍ତି। ସେମାନେ କରିଥିବା କର୍ମ ପାଇଁ ଦଣ୍ଡ ବିଧାନ କର। ସେମାନଙ୍କର ଅହଙ୍କାର ସେମାନଙ୍କୁ କବଳିତ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।