Psalms 59:13 — Compare Translations

5 translations compared side by side

Odia - 1840
"ସମାନଙ୍କେୁ ତୁମ୍ଭ କୋର୍ଧରେ ଧ୍ବଂସ କର। ସମାନଙ୍କେୁ ସଂପୂର୍ଣ୍ଣରୂପେ ଧ୍ବଂସ କର। ତା ହେଲେ ସମସ୍ତ ପୃଥିବୀବାସୀ ଜାଣିବେ ୟେ, ପରମେଶ୍ବର ଇଶ୍ରାୟେଲର ଶାସକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ଵର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରା; ପର୍ଯ୍ୟନ୍ତ କର୍ତ୍ତୃତ୍ଵ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ତୁମ୍ଭ କ୍ରୋଧରେ ଧ୍ୱଂସ କର। ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କର। ତାହାହେଲେ ସମସ୍ତ ପୃଥିବୀବାସୀ ଜାଣିବେ ଯେ, ପରମେଶ୍ୱର ଇସ୍ରାଏଲର ଶାସକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। [ସେଲା]