Psalms 59:14 — Compare Translations
5 translations compared side by side
Odia - 1840
"ସହେି ଦୁଷ୍ଟ ଲୋକମାନେ କୁକୁର ପରି ଅଟନ୍ତି। ସମାନେେ ସନ୍ଧ୍ଯା ବେଳେ ନଗରରେ ପଶି ଭୁକନ୍ତି ଓ ଏଣେ ତଣେେ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ସନ୍ଧ୍ୟାବେଳେ ଫେରି ଆସି କୁକ୍କୁର ପରି ଶଦ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟ ଲୋକମାନେ କୁକୁର ପରି ଅଟନ୍ତି। ସେମାନେ ସନ୍ଧ୍ୟାବେଳେ ନଗରରେ ପଶି ଭୁକନ୍ତି ଓ ଏଣେ ତେଣେ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ସନ୍ଧ୍ୟା ବେଳେ ଫେରିଆସି କୁକ୍କୁର ପରି ଶବ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ସନ୍ଧ୍ୟାବେଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ।