Psalms 59:15 — Compare Translations

5 translations compared side by side

Odia - 1840
"ସମାନେେ କିଛିଦ୍ରବ୍ଯ ଖାଇବା ଅନ୍ବଷେଣରେ ଏଣତେଣେେ ଭ୍ରମଣ କରନ୍ତି। ମୁଁ ରାଣ ପକାଉଛି, ୟଦି ସମାନେେ ୟଥେଷ୍ଟ ପାଆନ୍ତି ତଥାପି ସମାନେେ ରାଗରେ ଗଁ ଗଁ କରନ୍ତି ଏବଂ ଅଭିଯୋଗ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ । ପୁଣି, ସେମାନେ ତୃପ୍ତ ନୋହିଲେ ରାତ୍ରିଯାକ ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କିଛିଦ୍ରବ୍ୟ ଖାଇବା ଅନ୍ୱେଷଣରେ ଏଣେତେଣେ ଭ୍ରମଣ କରନ୍ତି। ମୁଁ ରାଣ ପକାଉଛି, ଯଦି ସେମାନେ ଯଥେଷ୍ଟ ପାଆନ୍ତି ତଥାପି ସେମାନେ ରାଗରେ ଗଁ ଗଁ କରନ୍ତି ଏବଂ ଅଭିଯୋଗ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ।