Psalms 59:16 — Compare Translations
5 translations compared side by side
Odia - 1840
"କିନ୍ତୁ ପ୍ରଭାତରେ, ମୁଁ ତୁମ୍ଭର ଶକ୍ତିର ପ୍ରଶଂସାର ଗୀତ ଗାନ କରିବି। ତୁମ୍ଭ ପ୍ରମରେେ ମୁଁ ଆନନ୍ଦିତ ହବେି। କାହିଁକି? କାରଣ ତୁମ୍ଭେ ମାରେ ଉଚ୍ଚ ପର୍ବତରେ ଥିବା ନିରାପଦ ସ୍ଥାନ ଅଟ। ମୁଁ ତୁମ୍ଭ ପାଖକୁ ବିପଦ ସମଯରେ ୟାଏଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ଵରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ଵରୂପ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପ୍ରଭାତରେ, ମୁଁ ତୁମ୍ଭର ଶକ୍ତିର ପ୍ରଶଂସାର ଗୀତ ଗାନ କରିବି। ତୁମ୍ଭ ପ୍ରେମରେ ମୁଁ ଆନନ୍ଦିତ ହେବି। କାରଣ ତୁମ୍ଭେ ମୋର ଉଚ୍ଚ ପର୍ବତରେ ଥିବା ନିରାପଦ ସ୍ଥାନ ଅଟ। ମୁଁ ତୁମ୍ଭ ପାଖକୁ ବିପଦ ସମୟରେ ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ।