Psalms 59:17 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭର ସ୍ତୁତିଗାନ କରିବି। କାରଣ ତୁମ୍ଭେ ହେଉଛ ମାରେ ଉଚ୍ଚ ପର୍ବତର ନିରାପଦ ସ୍ଥାନ, ଯେଉଁଠାକୁ ଅସୁବିଧା ସମଯରେ ଚାଲିୟାଏଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ବଳ ସ୍ଵରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ଵର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ଵର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ସ୍ତୁତିଗାନ କରିବି। କାରଣ ତୁମ୍ଭେ ହେଉଛ ମୋର ଉଚ୍ଚ ପର୍ବତର ନିରାପଦ ସ୍ଥାନ, ଯେଉଁଠାକୁ ଅସୁବିଧା ସମୟରେ ଗ୍ଭଲିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।